ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ଚିତ୍ରା- ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ । ମାନସିକ ଏକାଗ୍ରତା ରଖି ପାରିବେ ନାହିଁ
ସ୍ୱାତୀ- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶିକ୍ଷାକ୍ଷେତ୍ରରେ ଲକ୍ଷ୍ୟସ୍ଥଳରେ ପହଞ୍ଚାଇବାକୁ ଚେଷ୍ଟା କରିବେ
ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ କଟିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬