ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ବିଶାଖା– ମାନସିକ ଦୁଶ୍ଚିନ୍ତା ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ
ଅନୁରାଧା- ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ
ଜ୍ୟୋଷ୍ଠା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯