ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ମୂଳା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ
ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ
ଉ, ଷାଢା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ
ପ୍ରତିକାର – ଶ୍ରୀ ବାମନଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩