ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଦିବା ୧୧.୫୮ ଗତେ ମୀନ ତିଥି – ଅମାବାସ୍ୟା ରାତ୍ରି ୧୦.୫୩ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ମିଥୁନ , ମୀନ ଦିବା ୧୧.୫୮ ଗତେ ଧନୁ,ଘାତ ବାର- ମକର,ପୁଷ୍କର ଦୋଷ – ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ସନ୍ଧ୍ୟା ୦୫.୨୫ ଗତେ ୧ ପାଦ ।
ଉ, ଷାଢା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।
ଶ୍ରବଣା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ
ଧନିଷ୍ଠା- ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ
ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮