ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
କୃତିକା- ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ୟ୍ୟରେ ସଫଳତା ପାଇବେ ।
ରୋହିଣୀ- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ କ୍ଷୟକ୍ଷତି ଦେଖା ଦେଇପାରେ ।
ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬