ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ
ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ
ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮