ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ପୁନର୍ବସୁ- ବ୍ୟବସାୟୀ ମାନେ କମ୍ ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଅଫିସରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି ।
ପୁଷ୍ୟା- କାର୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍
ଅଶ୍ଳେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨