ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ଉ- ଫାଲ୍ଗୁନୀ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ ।ବନ୍ଧୁଙ୍କ ସାହାର୍ୟ୍ୟ ଦ୍ୱାରା କଠିନ କାର୍ୟ୍ୟ କରିବେ । ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ ।
ହସ୍ତା- ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।
ଚିତ୍ରା- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫