• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st March 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ୍ ହେବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ

Libra

ତୁଳା

Thursday 21 Mar 2024

ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

ବିଶାଖା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :