ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- କର୍କଟ ରାତ୍ରି ୦୧.୨୭ ଗତେ ସିଂହ,ତିଥ- ୧୨ଶୀ ନିଶାନ୍ତ ୦୪.୪୪ ଗତେ ୧୩ଶୀ । ଘାତଚନ୍ଦ୍ର- ରାତ୍ରି ୦୧.୨୭ ଗତେ କର୍କଟ ଓ ମକର ରାଶିର ତୁଳା ଓ କୁମ୍ଭ ରାଶିର ଘାତବାର- କର୍କଟ ଓ ମିଥୁନ ରାଶିର, ନିଶାନ୍ତ ୦୪.୪୪,ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ନିଶାନ୍ତ ୦୪.୪୪ ପର୍ଯ୍ୟନ୍ତ
ଉ, ଷାଢା- ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ
ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ସମ୍ମାନ ବୃଦ୍ଧି ଘଟିବ ଓ ପ୍ରତିଭାର ବିକାଶ ଘଟିବ
ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ଘରେ କିଛି ମାଙ୍ଗଳିକ କାର୍ଯ୍ୟ କରିବା ପାଇ ବନ୍ଧୁଙ୍କ ପରାମର୍ଶ କରିପାରନ୍ତି
ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮