• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Taurus

ବୃଷ

Sunday 21 May 2023

କୃତିକା- କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ

ରୋହିଣୀ- ଅଫିସରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । ଜମିଜମା କାରବାରରେ ଠକାମୀରେ ପଡି ପାରନ୍ତି । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ

ମୃଗଶିରା- ନୂଆ ବ୍ୟବସାୟ ପାଇଁ ଶୁଭ ଦିନ ରହିବ । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥା ଠାରୁ ନିଜକୁ ଦୂରରେ ରଖନ୍ତୁ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :