• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Aquarius

କୁମ୍ଭ

Sunday 21 May 2023

ଧନିଷ୍ଠା- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । କିଛି ନୂଆ କାମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଂଶସିତ ହେବେ

ଶତଭିଷା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ

ପୂ, ଭାଦ୍ରପଦ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :