• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Pisces

ମୀନ

Sunday 21 May 2023

ପୂ, ଭାଦ୍ରପଦ- ନିଜର ଜୀବନ ସାଥିଙ୍କୁ ସମୟ ଦେବେ । କାର‌୍ୟ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ନିଜର ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ

ଉ, ଭାଦ୍ରପଦ- ଅଧିକାର ଜାହିର କରିବାରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି ଦେଖାଦେଇ ପାରେ । ବିରୋଧୀ ମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ

ରେବତୀ- ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ପାରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :