• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Gemini

ମିଥୁନ

Sunday 21 May 2023

ମୃଗଶିରା- ଭାଇ, ଭାଇ ମଧ୍ୟରେ ସାମାନ୍ୟ ସମସ୍ୟା ଦେଖା ଦେଇପାରେ । ଜଗି ରଖି ଚଳିଲେ ପାଖ ପଡୋଶିଙ୍କ ଦ୍ୱାରା ପ୍ରଂଶସା ପାଇବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ଆଦ୍ରା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ

ପୁନର୍ବସୁ- ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :