• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Cancer

କର୍କଟ

Sunday 21 May 2023

ପୁନର୍ବସୁ- ପାରିବାରିକ କ୍ଷେତ୍ରରେ ଆଶିଂକ ଉନ୍ନତି ଦେଖା ଦେଇପାରେ । ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ନୂତନ ସ୍ଥାନ ପରିଭ୍ରମଣ କରି ପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଲାଭବାନ ହେତୁ ଖୁସି ରହିବେ

ପୁଷ୍ୟା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । ମନରଞନ କାର‌୍ୟ୍ୟରେ ଅଶାନ୍ତି ଦେଖା ଦେଇପାରେ । ଯାନବାହନ ଓ ଗୃହଭୂମି ଲାଭ ହୋଇପାରେ । କର୍ମ କରିବା ଶୈଳିରେ ପରିବର୍ତନ ଆଣିବେ

ଅଶ୍ଳେଷା- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ମୂଲ୍ୟବାନ ଧାତୁ , ଅଳଙ୍କାର କ୍ରୟ କରି ଖୁସି ରହିବେ

ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :