• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Leo

ସିଂହ

Sunday 21 May 2023

ମଘା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ

ପୂ- ଫାଲ୍‌ଗୁନୀ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ

ଉ- ଫାଲ୍‌ଗୁନୀ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା , ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :