• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Libra

ତୁଳା

Sunday 21 May 2023

ଚିତ୍ରା- ପାରିବାରିକ କଷ୍ଟ ଦୂର ହୋଇପାରେ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ଖୁସି ଅନୁଭବ କରିବେ

ସ୍ୱାତୀ- ରାଜନୀତିରେ କ୍ଷେତ୍ରରେ କୈାଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଲେଖକ, ପତ୍ରକାର, ଠିକାଦାର ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ

ବିଶାଖା- ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଘର ଜାଗା ଓ ସମ୍ପତି ସମ୍ବନ୍ଧୀୟ ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :