Daily Horoscope 21st May 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର । ଚନ୍ଦ୍ର – ବୃଷ ରାତ୍ରି ୦୯.୪୭ ଗତେ ମିଥୁନ,ତିଥି – ୨ୟା ରାତ୍ରି ୧୦.୦୯ ଗତେ ୩ୟା । ଘାତ ଚନ୍ଦ୍ର – ବିଛା ରାତ୍ରି ୦୯.୪୭ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୨ ପାଦ- କୃଷି ଓ ପଶୁହାନି- ଭୂମି - ଅନ୍ନଦାନ ରାତ୍ରି ୧୦.୦୯ ଗତେ ୧ ପାଦ ।

Aries

ମେଷ

Sunday 21 May 2023

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ

ଦ୍ୱିଜା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି । କୈାଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ଆପଣଙ୍କ ମନୋବଳକୁ ବଢେଇ ଦେବ

କୃତିକା- ରାଜନିତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହିିତ ଯାତାୟତ କରିବା ଉଚିତ୍‌

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :