• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 21 May 2024

କୃତିକା- ନେତ୍ର ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।

ରୋହିଣୀ- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବ ।

ମୃଗଶିରା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :