• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 21 May 2024

ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।

ପୂ , ଭାଦ୍ରପଦ – ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :