• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Tuesday 21 May 2024

ପୂ, ଭାଦ୍ରପଦ- ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ବ୍ୟବସାୟରେ ପ୍ରତିହିଂସା ଲାଗି ରହିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ଉ, ଭାଦ୍ରପଦ- ରାଜନୀତି କର୍ମୀ ମାନେ କୈାଣସି ସଭାରେ ଯୋଗ ଦେବେ । ଅବିବାହିତଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ । ବିଦ୍ୟାର୍ଥୀ ମାନେ ହତୋତ୍ସାହ ହେବେ ।

ରେବତୀ- କୌଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଜମି-ବାଡି ଭାଗ-ଭାଗ କରି ପାରନ୍ତି । ମହିଳା ମାନେ ଚିନ୍ତାଗ୍ରସ୍ତ ଥିଲେ ମଧ୍ୟ ସହନଶୀଳତା ଭାବ ଜାଗ୍ରତ କରିବେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :