• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 21 May 2024

ମୃଗଶିରା - ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଆଦ୍ରା - ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ ।

ପୁନର୍ବସୁ - ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :