• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 21 May 2024

ମଘା – ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ପୂ , ଫାଲଗୁନୀ - ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି ।

ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତ୍ତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :