• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 21 May 2024

ଉ- ଫାଲ୍‌ଗୁନୀ- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ହସ୍ତା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗୀଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ଥୀ ପଢାରେ ତୃଟି କରିପାରନ୍ତି ।

ଚିତ୍ରା- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖାଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର -ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :