• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 21 May 2024

ଚିତ୍ରା – ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି ।

ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ ।

ବିଶାଖା – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :