• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 21 May 2024

ବିଶାଖା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି ।

ଅନୁରାଧା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।

ଜ୍ୟୋଷ୍ଠା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :