• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 21 May 2024

ଉ, ଷାଢା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ ।

ଧନିଷ୍ଠା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :