Daily Horoscope 21st May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ମଙ୍ଗଳବାର। ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୩ ଶୀ ସନ୍ଧ୍ୟା ୦୫.୩୯ ଗତେ ୧୪ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 21 May 2024

ଅଶ୍ୱନୀ – ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।

ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ ।

କୃତିକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।

ପ୍ରତିକାର - କିଛି ପଶୁପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :