• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 21 Nov 2022

ଧନିଷ୍ଠା – ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟରେ ଉତମ ରୋଜଗାର ହେବା ସହ ବେଶ୍ ଲାଭ କମାଇବେ ।

ଶତଭିଷା – ସାମାଜିକ କର୍ମୀମାନେ ସତର୍କ ରହି କାର୍ଯ୍ୟ କରିଲେ ପ୍ରଶଂସିତ ହେବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାତ୍ରା କରିବେ ।

ପୂ , ଭାଦ୍ରପଦ – ବନ୍ଧୁଙ୍କ ସାହାର୍ଯ୍ୟରେ ସମ୍ପତି ଲାଭ ହେବ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି ।

ପ୍ରତିକାର – ମାଆ କାଳୀଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :