• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Pisces

ମୀନ

Monday 21 Nov 2022

ପୂ , ଭାଦ୍ରପଦ - ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡା ଦେଖା ଦେଇପାରେ । ନୂତନ ବ୍ୟବସାୟ ସମ୍ବନ୍ଧରେ ଆପଣଙ୍କୁ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡିବନାହିଁ ।

ଉ , ଭଦ୍ରପଦ - କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ସହଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଶିକ୍ଷାକ୍ଷେତ୍ରରେ ବିଜୟୀ ହେବେ ।

ରେବତୀ – କୋର୍ଟରେ ଜମି ମାମଲାକୁ ନେଇ ଲଢିପାରେ । ଆପଣଙ୍କ ଜୀବନରେ ମହତ୍ୱ ପୂର୍ଣ୍ଣ ମୋଡ ଆଣିବ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :