• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Cancer

କର୍କଟ

Monday 21 Nov 2022

ପୁନର୍ବସୁ - ବିଶେଷ କରି ସ୍ୱାସ୍ଥ୍ୟ ପ୍ରତି ଅଧିକ ଯତ୍ନ ନେବା ଆବଶ୍ୟକ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃ ମାନଙ୍କୁ ସାମ୍ମାନା କରିବେ ।

ପୁଷ୍ୟା – ରାଜନୀତିରେ ସାମାନ୍ୟ ଉଥାନ ପରିସ୍ଥିତି ଦେଖା ଦେଇପାରେ । କ୍ୟାରିୟର କ୍ଷେତ୍ରରେ ସଫଳତା ପାଇ ବା ପାଇଁ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ଅଶ୍ଳେଷା - ଋଣ ସୁଝିବାକୁ ପଡିପାରେ । ମହିଳା ମାନେ ମାନସିକ ଏକାଗ୍ରତା ବଜାୟ ରଖିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :