• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Scorpio

ବିଛା

Monday 21 Nov 2022

ବିଶାଖା – ସ୍ୱାସ୍ଥ୍ୟର କିଛି ପରିବର୍ତନ ଘଟିବ । ପାରିବାରିକ ସମସ୍ୟା ବୁଝାବଣା ମଧ୍ୟରେ ସମାଧାନ ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ ।

ଅନୁରାଧା – ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବ । ସାଧାରଣ ଜନତା ଆପଣଙ୍କ ବକ୍ତବ୍ୟରେ ପ୍ରଭାବିତ ହେବେ । ଶିକ୍ଷା ବୃତିରେ ଅଗ୍ରଗତି ପାଇଁ ସୁଯୋଗ ପାଇବେ ।

ଜ୍ୟେଷ୍ଠା – ସମ୍ପତି ମାମଲା କାହାର ମଧ୍ୟସ୍ଥତା ଦ୍ୱାରା ଦୂର ହେବ । କିଛି ନୂଆ କରିବାର ଇଚ୍ଚା ଆପଣଙ୍କ ମନରେ ଆସିବ ।

ପ୍ରତିକାର – ବଗଳା ମୂଖିଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :