• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Sagittarius

ଧନୁ

Monday 21 Nov 2022

ମୂଳା – ସ୍ନାୟୁ ଜନିତ ରୋଗରୁ ଆରାମ ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟ ସମ୍ବନ୍ଧରେ କିଛି ସମସ୍ୟା ସମାଧାନ ହୋଇଯିବ ।

ପୂ , ଷାଢା – ରାଜନୈତିକ କ୍ଷେତ୍ରରେ ଫାଇଦା ଉଠେଇବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀ ମାନେ ଆପଣଙ୍କୁ ବହୁତ ସମର୍ଥନ କରିବେ । ପଢାରେ ଗୁରୁଜନମାନଙ୍କର ସହଯୋଗ ପାଇବେ ।

ଉ , ଷାଢା – ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :