• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Capricorn

ମକର

Monday 21 Nov 2022

ଉ , ଷାଢା – ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି ।

ଶ୍ରବଣା – ରାଜନୀତି ସହିତ ଜଡିତ ଲୋକମାନେ ଉଚ୍ଚ ପଦ ପାଇବେ । ଛାତ୍ରଛାତ୍ରୀ ମାନେ ମିତ୍ରଙ୍କ ସାହାର୍ଯ୍ୟ ଦ୍ୱାରା କାର୍ଯ୍ୟ ହାସଲ କରିବେ ।

ଧନିଷ୍ଠା – ଗୃହ ସମସ୍ୟା ସମାଧାନ ହେବ । ଆପଣ କୈାଣସି କଥାପ୍ରତି ପୁରା ଧ୍ୟାନ ଦେବେ ।

ପ୍ରତିକାର – ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :