Daily Horoscope 21st Nov 2022:ଏହି ରାଶିର ବ୍ୟକ୍ତି ଆଜି ନୂତନ ଗାଡ଼ି କ୍ରୟ କରିପାରନ୍ତି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ଦିବା ୧୨/୨୮ ଗତେ ତୁଳା ତିଥି- ୧୨ଶୀ ଦିବା ୧୦/୦୭ ଗତେ ୧୩ଶୀ ଘାତ ଚନ୍ଦ୍ର- ବୃଷ ଦିବା ୧୨/୨୮ ନିଶାନ୍ତ ଘାତ ବାର – ମିଥୁନ ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୧୦/୦୭ ପର୍ଯ୍ୟନ୍ତ

Aries

ମେଷ

Monday 21 Nov 2022

ଅଶ୍ୱନୀ – ମାନସିକ ଶାନ୍ତି ଅନୁଭବ କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପରିଶ୍ରମ କରିଲେ ଅଧିକ ଲାଭ ମିଳିବ ।

ଦ୍ୱିଜା – କର୍ମକ୍ଷେତ୍ରରେ ପଦ ପଦବୀ ମିଳିବା ସହ ଅଟକି ଥିବା କାର୍ଯ୍ୟ ପୂରଣ କରି ପାରିବେ । ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରି ସଫଳତା ପାଇବେ ।

କୃତିକା – ପୈତୃକ ସମ୍ପତି ବୃଦ୍ଧି ହେବାର ସମ୍ଭାବନା ଅଛି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।

ପ୍ରତିକାର - ଅଟାରେ ତିଆରି କିଛି ଭୋଗ ଲଗାଇ ବାଣ୍ଟି ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :