• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଅହୋରତ୍ର ତିଥ ô- ୧୧ଶୀ ସନ୍ଧ୍ୟା ୦୫/୨୩ ଗତେ ୧୨ଶୀ ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର ଘାତ ବାର – ବିଛା,ଧନୁ, ମୀନ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୨୩ ଗତେ ୧ ପାଦ-ପଶୁ ସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Friday 21 Oct 2022

ଧନିଷ୍ଠା – ବ୍ୟବସାୟରେ ଅଗ୍ରଗତି ଘଟିବ । କୈାଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପାରିବାରିରେ ସମସ୍ତେ ଶାନ୍ତିରେ ସମୟ କାଟିବ

ଶତଭିଷା – ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ରାଜନିତିରେ ସବୁ ସମସ୍ୟାର ସମାଧାନ କରି ଆଗକୁ ଆଗେଇବେ ।

ପୂ , ଭାଦ୍ରପଦ – ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ । ମହିଳା ମାନେ ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ପାଇ ପାରନ୍ତି ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :