• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଅହୋରତ୍ର ତିଥ ô- ୧୧ଶୀ ସନ୍ଧ୍ୟା ୦୫/୨୩ ଗତେ ୧୨ଶୀ ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର ଘାତ ବାର – ବିଛା,ଧନୁ, ମୀନ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୨୩ ଗତେ ୧ ପାଦ-ପଶୁ ସମ୍ପଦ ନାଶ- ଅନ୍ନଦାନ

Pisces

ମୀନ

Friday 21 Oct 2022

ପୂ , ଭାଦ୍ରପଦ - ସାମୟିକ ଅସି୍ଥରତା ଦେଖାଦେବ । ଚାକିରି କ୍ଷେତ୍ରରେ ସମତା ରକ୍ଷା କରିବେ । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ଉ , ଭଦ୍ରପଦ - ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି । ଛାତ୍ରଛାତ୍ରି ମାନେ ପଢାପଢିରେ ଠିକ୍ ମାର୍ଗ ଧରିବେ । ରାଜନେତା ମାନେ ସାମାଜିକ କାର୍ଯ୍ୟରେ ମନ ବଳାଇବେ ।

ରେବତୀ – ଜମିକୁ ଭାଗ କରି ପାରନ୍ତି । ମହିଳା ମାନେ ନୂଆ ନୂଆ ଦ୍ରବ୍ୟ କରି ପାରନ୍ତି ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ୍ ଏହି ମନ୍ତ୍ରକୁ ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :