• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଅହୋରତ୍ର ତିଥ ô- ୧୧ଶୀ ସନ୍ଧ୍ୟା ୦୫/୨୩ ଗତେ ୧୨ଶୀ ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର ଘାତ ବାର – ବିଛା,ଧନୁ, ମୀନ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୨୩ ଗତେ ୧ ପାଦ-ପଶୁ ସମ୍ପଦ ନାଶ- ଅନ୍ନଦାନ

Leo

ସିଂହ

Friday 21 Oct 2022

ମଘା – ରୋଗର ଉପଶମ ମିଳିବ । ବ୍ୟବସାୟରେ ପ୍ରଚୁର ଲାଭ ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ ।

ପୂ , ଫାଲଗୁନୀ - ରାଜନୈତିକ ସମ୍ମାନ ମିଳିବ । ବିଦ୍ୟାର୍ଥୀ ମାନେ ପ୍ରସନ୍ନ ରହିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

ଉ ,ଫାଲଗୁନୀ – ଶତୃମାନେ ପରାଜିତ ହେବେ ଏବଂ ଧନଲାଭ ହୋଇପାରେ । ମହିଳା ମାନେ ପାରିବାରିକ ଖୁସିରେ ଖୁସି ହେବେ ।

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :