• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଅହୋରତ୍ର ତିଥ ô- ୧୧ଶୀ ସନ୍ଧ୍ୟା ୦୫/୨୩ ଗତେ ୧୨ଶୀ ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର ଘାତ ବାର – ବିଛା,ଧନୁ, ମୀନ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୨୩ ଗତେ ୧ ପାଦ-ପଶୁ ସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Friday 21 Oct 2022

ମୂଳା – ବିଳାସବ୍ୟସନରେ ରହିବେ । ପତ୍ନୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହେବ ।

ପୂ , ଷାଢା – ବ୍ୟବସାୟୀ ମାନେ ନୂଆ ବ୍ୟବସାୟ ଆରମ୍ଭ କରିବେ । ଶିକ୍ଷାର୍ଥୀ ମାନେ ଟିକେ ଚିନ୍ତାରେ ରହିବେ । ରାଜନିତିରେ କିଛି ଭୁଲ୍ କରି ପାରନ୍ତି

ଉ , ଷାଢା – କୋଟ୍ କଚେରୀ ମାମଲାରେ ଫସି ଯାଇ ପାରନ୍ତି । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳୀ ନେବେ ।

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :