• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି କ୍ଷେତ୍ରରେ ବଦଳିର ସୂଚନା ମିଳିବ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର ଚନ୍ଦ୍ର – ସିଂହ ଅହୋରତ୍ର ତିଥ ô- ୧୧ଶୀ ସନ୍ଧ୍ୟା ୦୫/୨୩ ଗତେ ୧୨ଶୀ ଘାତ ଚନ୍ଦ୍ର- କର୍କଟ, ମକର ଅହୋରାତ୍ର ଘାତ ବାର – ବିଛା,ଧନୁ, ମୀନ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୨୩ ଗତେ ୧ ପାଦ-ପଶୁ ସମ୍ପଦ ନାଶ- ଅନ୍ନଦାନ

Capricorn

ମକର

Friday 21 Oct 2022

ଉ , ଷାଢା - ପାରିପାରିକ ଜୀବନ ସୁଖମୟ ହୋଇପାରେ । ଚାକିରି କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିବେ ଏବଂ କାମ କରିବାର ଉତ୍ସାହ ବଢିବ ।

ଶ୍ରବଣା – ବ୍ୟବସାୟରେ ଫଳ ଉତମ ରହିବ । ରାଜନିତିରେ ଚିନ୍ତାଗ୍ରସ୍ତ ରହିବେ । ବିଦ୍ୟାର୍ଥି ମାନେ ସଫଳତା ହାସଲ କରିବେ ।

ଧନିଷ୍ଠା –ଅଦାଲତରୁ ସୁଫଳ ମିଳିପାରେ । ମହିଳା ମାନଙ୍କର କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :