• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Aries

ମେଷ

Saturday 21 Oct 2023

ଅଶ୍ୱନୀ – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଶିକ୍ଷାକ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ଦ୍ୱିଜା – ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ ।
କୃତିକା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାରଙ୍କୁ ଭଲ ସୁଯୋଗ ମିଳିବ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।

ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :