• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Pisces

ମୀନ

Saturday 21 Oct 2023

ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।
ଉ , ଭଦ୍ରପଦ - ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାଯ୍ୟ ପାଇବେ 
ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।

ପ୍ରତିକାର –  ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :