• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Gemini

ମିଥୁନ

Saturday 21 Oct 2023

ମୃଗଶିରା  - ମାନସିକ ସୁସ୍ଥତା ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । 
ଆଦ୍ରା -  ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୌଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୁନର୍ବସୁ -  କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :