• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Cancer

କର୍କଟ

Saturday 21 Oct 2023

ପୁନର୍ବସୁ - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ ।  ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । 
ପୁଷ୍ୟା –  ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭା ସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।  
ଅଶ୍ଳେଷା -  ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପ୍ରତିକାର – ଗୁରୁଜନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :