• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Leo

ସିଂହ

Saturday 21 Oct 2023

ମଘା – ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ । 
ପୂ , ଫାଲଗୁନୀ -  ପୁରୁଣା ଗାଡି ବିକିବାରେ ମନ ବଳାଇବେ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି
ଉ ,ଫାଲଗୁନୀ – ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡ଼ୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ମହିଳାମାନେ ଚିନ୍ତିତ ରହିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :