• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Virgo

କନ୍ୟା

Saturday 21 Oct 2023

ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ।  ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଚାକିରି କ୍ଷେତ୍ରରେ ଭଲ ବେତନ ପାଇବେ
ହସ୍ତା – ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଚିତ୍ରା – ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।

ପ୍ରତିକାର -    ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :