• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Libra

ତୁଳା

Saturday 21 Oct 2023

ଚିତ୍ରା – ପୁରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।
ସ୍ୱାତୀ – ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ । 
ବିଶାଖା – କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :