• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Scorpio

ବିଛା

Saturday 21 Oct 2023

ବିଶାଖା – ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।
ଅନୁରାଧା – ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ ।    ଶିକ୍ଷାର୍ଥୀମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ
ଜ୍ୟେଷ୍ଠା  – ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ମହିଳା ମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :