• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st October 2023: କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡ଼ିପାରନ୍ତି...

ସୌର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି  ୦୧. ୩୭ ଗତେ ମକର ତିଥି –  ୭ମୀ ରାତି  ୦୯.୫୩ ଗତେ ୮ମୀ  ଘାତ ଚନ୍ଦ୍ର-  ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର –  ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୨ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନ ଦାନ ରାତ୍ରି ୦୭.୫୩ ଗତେ  ୩ ପାଦ କୃଷି, ପଶୁ ଓ ବଂଶ ହାନି ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୯.୫୩ ଗତେ ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ

Capricorn

ମକର

Saturday 21 Oct 2023

ଉ , ଷାଢା – ମାନସିକ ଅସ୍ଥିରତା ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ ।  ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।
ଶ୍ରବଣା – ଅଫିସ୍‌ରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି ।  ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ପୂର୍ବ ଜୋରଦାର କରିପାରନ୍ତି ।
ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :