• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ, ଅଧୁରା କାର୍ଯ୍ୟ ପୂରଣ ହେବ...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ, ଗୁରୁବାର। ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୬ଷ୍ଠୀ ଦିବା ୦୨.୧୪ ଗତେ ୭ମୀ ଘାତ ଚନ୍ଦ୍ର - ନାସ୍ତି ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ –ଦିବା ୦୨.୧୪ ଗତେ ୧-ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ

Taurus

ବୃଷ

Thursday 21 Sep 2023

କୃତିକା- ବ୍ୟବସାୟୀମାନେ ନୂତନ ବ୍ୟବସାୟର ପରିକଳ୍ପନା କରିବେ । ପରିବାର ଓ ମିତ୍ରଙ୍କ ସହ ସମୟ ବିତାଇବେ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।         
ରୋହିଣୀ- ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । କର୍ମ କ୍ଷେତ୍ରରେ ଅହଂକାରକୁ ତ୍ୟାଗ କରନ୍ତୁ । 
ମୃଗଶିରା- ପରିବାରରେ ସମ୍ପତ୍ତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।     

ପ୍ରତିକାର – ମା କଟକ ଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ     

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :